ORV
29. ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ ।
IRVOR
29. ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN