ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
8. ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର । ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି ।

IRVOR
8. ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 44 Verses, Current Verse 8 of Total Verses 44
  • ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର । ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି ।
  • IRVOR

    ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋ’ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋ’ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍‍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।”
Total 44 Verses, Current Verse 8 of Total Verses 44
×

Alert

×

oriya Letters Keypad References