ORV
45. ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ ।
IRVOR
45. ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN