ORV
31. ପରେ ସେ ଦ୍ଵାଦଶଙ୍କୁ ଅନ୍ତର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ଭାବବାଦୀମାନଙ୍କ ଦ୍ଵାରା ଯେସମସ୍ତ ବିଷୟ ଲିଖିତ ଅଛି, ସେସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
IRVOR
31. (ମାଥିଉ 20:17-19; ମାର୍କ 10:32-34) ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN