ORV
33. ଏନିମନ୍ତେ ମୁଁ ଅବିଳମ୍ଵରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ, ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
IRVOR
33. ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN