ORV
43. ବରଂ ତୁମ୍ଭେମାନେ ପୂଜା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ାକ ଗଢ଼ିଥିଲ, ସେହି ମୋଲଖର ତମ୍ଵୁ ଓ ରମ୍ପା ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ଆମ୍ଭେ ତୁମ୍ଭମାନଙ୍କୁ ବାବିଲର ଆର ପାଖକୁ ନିର୍ବାସିତ କରିବା ।
IRVOR
43. ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN