ORV
39. ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଅଦ୍ୟାପି ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ ।
IRVOR
39. ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN