ORV
68. ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ ।
IRVOR
68. ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN