ORV
16. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ତୁମ୍ଭେ ଆପଣା ପିତୃଲୋକଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ ଓ ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ ।
IRVOR
16. ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN