ORV
24. ଆଉ ସେ ସେମାନଙ୍କ ରାଜଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ତଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ଯାଏ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ ।
IRVOR
24. ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN