ORV
47. ଅନନ୍ତର ମୁଁ ତାହାକୁ ପଚାରିଲି, ତୁମ୍ଭେ କାହାର କନ୍ୟା? ତହିଁରେ ସେ କହିଲା, ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା । ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି ।
IRVOR
47. ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା ?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN