ORV
14. ତହୁଁ ସଦାପ୍ରଭୁ ପରମେଶ୍ଵର ସର୍ପକୁ କହିଲେ, ଏହି କାର୍ଯ୍ୟ କରିବା ହେତୁରୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
IRVOR
14. ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN