ORV
28. ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି ଇଶ୍ମାଏଲୀୟମାନଙ୍କଠାରୁ କୋଡ଼ିଏ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ ।
IRVOR
28. ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ [* 230 ଗ୍ରାମ୍ ରୌପ୍ୟ ଯାହାର ଏକ ଦାସର ମୂଲ୍ୟ ଅଟେ ] ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN