ORV
35. ଅନନ୍ତର ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ଵନା କରିବାକୁ ଯନି କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି । ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ ।
IRVOR
35. ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି। ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN