ORV
35. ଅନନ୍ତର ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ । ତେବେ ସେହି ସବୁ ଟଙ୍କାପୁଡ଼ିଆ ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ ।
IRVOR
35. ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତିଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN