ORV
18. ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ;
IRVOR
18. ପୁଣି, ଯିରିମୀୟ ରେଖବୀୟ ବଂଶକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣାମାନଙ୍କର ପିତୃପୁରୁଷ ଯିହୋନାଦବ୍ର ଆଜ୍ଞା ମାନିଅଛ ଓ ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ଯ୍ୟ କରିଅଛ,’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN