ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
22. କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ରରେ ତାହାର ନିର୍ଭର ଥିଲା, ସେହିସବୁ ସେ ହରଣ କରିନିଏ, ପୁଣି ତାହାର ଲୁଟଦ୍ରବ୍ୟ ବାଣ୍ଟିନିଏ ।

IRVOR
22. କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 54 Verses, Current Verse 22 of Total Verses 54
  • କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ରରେ ତାହାର ନିର୍ଭର ଥିଲା, ସେହିସବୁ ସେ ହରଣ କରିନିଏ, ପୁଣି ତାହାର ଲୁଟଦ୍ରବ୍ୟ ବାଣ୍ଟିନିଏ ।
  • IRVOR

    କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହି ସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ ।
Total 54 Verses, Current Verse 22 of Total Verses 54
×

Alert

×

oriya Letters Keypad References