ORV
24. ସେଥିରେ ସେ ଡାକି କହିଲା, ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ଆପଣା ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ତା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।
IRVOR
24. ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN