ORV
15. ଦୂତମାନେ ସେମାନଙ୍କଠାରୁ ସ୍ଵର୍ଗକୁ ପ୍ରସ୍ଥାନ କଲା ଉତ୍ତାରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
IRVOR
15. ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN