ORV
19. ଆଉ ବାଟ ପାଖରେ ଗୋଟିଏ ଡିମିରି ଗଛ ଦେଖି ତାହା ପାଖକୁ ଗଲେ, ପୁଣି କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କେବେ ହେଁ ତୋʼଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମିରି ଗଛ ଶୁଖିଗଲା ।
IRVOR
19. ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN