ORV
29. ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
IRVOR
29. ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN