ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ORV
10. ତେବେ ସେ ମଧ୍ୟ ଈଶ୍ଵରଙ୍କ କୋପରୂପ ଯେଉଁ ମଦିରା ଅମିଶ୍ରିତ ଭାବେ ତାହାଙ୍କ କ୍ରୋଧର ପାତ୍ରରେ ପ୍ରସ୍ତୁତ କରାଯାଇଅଛି, ତାହା ପାନ କରିବ ପୁଣି ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ଵାରା ଯନ୍ତ୍ରଣା ପ୍ରାପ୍ତ ହେବ ।

IRVOR
10. ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 20 Verses, Current Verse 10 of Total Verses 20
1
2 3 4 5 6 7 8 9 10 11 12 13 14 15 16 17 18
19 20
  • ତେବେ ସେ ମଧ୍ୟ ଈଶ୍ଵରଙ୍କ କୋପରୂପ ଯେଉଁ ମଦିରା ଅମିଶ୍ରିତ ଭାବେ ତାହାଙ୍କ କ୍ରୋଧର ପାତ୍ରରେ ପ୍ରସ୍ତୁତ କରାଯାଇଅଛି, ତାହା ପାନ କରିବ ପୁଣି ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ଵାରା ଯନ୍ତ୍ରଣା ପ୍ରାପ୍ତ ହେବ ।
  • IRVOR

    ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।
Total 20 Verses, Current Verse 10 of Total Verses 20
1
2 3 4 5 6 7 8 9 10 11 12 13 14 15 16 17 18
19 20
×

Alert

×

oriya Letters Keypad References