ORV
18. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) । ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ ।
IRVOR
18. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN