ORV
35. ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା ।
IRVOR
35. ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN