ORV
45. ପୁଣି ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ (ଜଗତ୍ପାତା) ରଖିଲେ; ପୁଣି ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ । ଅନନ୍ତର ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ ।
IRVOR
45. ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ ରଖିଲେ; ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN