ORV
19. ଏଣୁକରି ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କିହେତୁ ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ଏଉତ୍ତାରୁ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି ଭୂମି ମଧ୍ୟ ବିନଷ୍ଟ ହେବ ।
IRVOR
19. ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତା’ପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN