ORV
15. ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି ।
IRVOR
15. ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ୱରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN