ORV
4. ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ଵାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା ।
IRVOR
4. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN