ORV
8. ଆଉ, ଯେପରି ସେହି ମନ୍ଦ ଡିମିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ।
IRVOR
8. ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN