ORV
9. ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା ।
IRVOR
9. ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN