ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
12. ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ ।

IRVOR
12. ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 22 Verses, Current Verse 12 of Total Verses 22
  • ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ ।
  • IRVOR

    ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।
Total 22 Verses, Current Verse 12 of Total Verses 22
×

Alert

×

oriya Letters Keypad References