ORV
12. ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ ।
IRVOR
12. ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN