ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
17. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା ।

IRVOR
17. ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 22 Verses, Current Verse 17 of Total Verses 22
  • ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା ।
  • IRVOR

    ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Total 22 Verses, Current Verse 17 of Total Verses 22
×

Alert

×

oriya Letters Keypad References