ORV
8. କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
IRVOR
8. କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN