ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
42. ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।

IRVOR
42. ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 44 Verses, Current Verse 42 of Total Verses 44
  • ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
  • IRVOR

    ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
Total 44 Verses, Current Verse 42 of Total Verses 44
×

Alert

×

oriya Letters Keypad References