ORV
72. ସେହିକ୍ଷଣି କୁକୁଡ଼ା ଦ୍ଵିତୀୟ ଥର ଡାକିଲା । ଏଥିରେ, କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ ।
IRVOR
72. ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ଡାକିଲା । ଏଥିରେ, କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN