ORV
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
IRVOR
20. ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି ବାଇଗଣୀ ରଙ୍ଗର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN