ORV
5. ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ଵୀକାର କରିବୁ ।
IRVOR
5. ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN