ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ORV
28. ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ? ସେ କହିଲେ, ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ ।

IRVOR
28. ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”





  • ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ? ସେ କହିଲେ, ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ ।
  • IRVOR

    ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।”
Common Bible Languages
West Indian Languages
×

Alert

×

Oriya Letters Keypad References