ORV
7. ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେ ଯେ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେ କୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ ।
IRVOR
7. ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN