ORV
24. ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ଵାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ହିଁ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ ।
IRVOR
24. ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN