ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଜ୍ରା
ORV
14. ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରୀୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ । ଆଉ, ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ-ରାଜ କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ ।

IRVOR
14. ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 22 Verses, Current Verse 14 of Total Verses 22
  • ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋର ପୁତ୍ର ଜିଖରୀୟର ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ । ଆଉ, ସେମାନେ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ-ରାଜ କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ ।
  • IRVOR

    ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
Total 22 Verses, Current Verse 14 of Total Verses 22
×

Alert

×

oriya Letters Keypad References