ORV
9. ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ ।
IRVOR
9. ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN