ORV
8. ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ ।
IRVOR
8. ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN