ORV
13. କୌଣସି ଭୃତ୍ୟ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣକୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ଵର ଓ ଧନ ଭଭୟର ଦାସ ହୋଇ ପାର ନାହିଁ ।
IRVOR
13. କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ । (ମାଥିଉ 11:12,13; 5:31,32; ମାର୍କ 10:11,12)
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN