ORV
25. କିନ୍ତୁ ଅବ୍ରହାମ କହିଲେ, ପୁଅରେ, ତୁ ଯେ ବଞ୍ଚିଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ଵନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।
IRVOR
25. କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN