ORV
22. ଆଉ, ସମସ୍ତେ ତାହାଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
IRVOR
22. ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କ'ଣ ଯୋଷେଫର ପୁତ୍ର ନୁହେଁ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN