ORV
19. ଅତଏବ, ଯେକେହି ଏହିସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ଖ୍ୟାତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ଵର୍ଗରାଜ୍ୟରେ ମହାନ୍ ବୋଲି ଖ୍ୟାତ ହେବ ।
IRVOR
19. ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN