ORV
35. ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶା; କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?
IRVOR
35. ପରେ ନଗରବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN