ORV
69. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ ।
IRVOR
69. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ଡାରରେ ଏକଷଠି ହଜାର ଡ୍ରାକ୍ମା [† ଗ୍ରୀସ୍ଦେଶୀୟ ମୁଦ୍ରା ଯାହାର ଓଜନ ପ୍ରାୟ 500 କିଲୋ] ସ୍ୱର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ଡ ରୂପା [‡ ପ୍ରାୟ 2,800 କିଲୋ ରୂପା] ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN